Online Bible

- Reklamy -




ରୋମୀୟ 16:19 - ଓଡିଆ ବାଇବେଲ

19 ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍‍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 ସୁସମାଚାର ପ୍ରତି ତୁମ୍ଭମାନଙ୍କର ବିଶ୍ୱସ୍ତତା ସମସ୍ତେ ଶୁଣିଛନ୍ତି, ଏଥିପାଇଁ ମୁଁ ଆନନ୍ଦିତ। ମୁଁ ଚାହେଁ, ତୁମ୍ଭେମାନେ ସତ୍ ବିଷୟରେ ଜ୍ଞାନବାନ ହୁଅ ଓ ଅସତ୍ ବିଷୟରେ ଲିପ୍ତ ହୁଅ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍‍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା।

Viz kapitola kopírovat

ପବିତ୍ର ବାଇବଲ

19 ତୁମ୍ଭେମାନେ ବାଧ୍ୟ ହୁଅ; ସମସ୍ତେ ଏହା ଶୁଣିଛନ୍ତି। ମୁଁ ତୁମ୍ଭମାନଙ୍କ ପାଇଁ ବହୁତ ଖୁସୀ। କିନ୍ତୁ ମୁଁ ଇଚ୍ଛାକରେ ଯେ ତୁମ୍ଭେମାନେ ଭଲ ପାଇଁ ବୁଦ୍ଧିମାନ ହୋଇ ରୁହ ଓ ମନ୍ଦ ବିଷୟ ଜାଣିବା ପାଇଁ ଚେଷ୍ଟା କର ନାହିଁ।

Viz kapitola kopírovat




ରୋମୀୟ 16:19

Následuj nás:

Reklamy


Reklamy