ରୋମୀୟ 16:4 - ଓଡିଆ ବାଇବେଲ4 ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୂଦୀମାନଙ୍କ ମଣ୍ଡଳୀସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି; Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ବିଜାତିମାନଙ୍କ ମଣ୍ତଳୀସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)4 ସେମାନେ ମୋ’ ପାଇଁ ନିଜ ଜୀବନକୁ ବିପନ୍ନ କରିଛନ୍ତି। କେବଳ ମୁଁ ନୁହେଁ, ସମସ୍ତ ଅଣଇହୁଦୀ ମଣ୍ଡଳୀ ତାଙ୍କଠାରେ କୃତଜ୍ଞ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୁଦୀମାନଙ୍କ ମଣ୍ଡଳୀ-ସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି; Viz kapitolaପବିତ୍ର ବାଇବଲ4 ସେମାନେ ମୋର ଜୀବନ ରକ୍ଷା ଲାଗି ନିଜ ଜୀବନକୁ ବିପଦରେ ପକାଇ ଥିଲେ। ମୁଁ ସେମାନଙ୍କ ପ୍ରତି କୃତଜ୍ଞ। କେବଳ ମୁଁ ନୁହେଁ ସମସ୍ତ ଅଣଯିହୂଦୀୟ ମଣ୍ତଳୀର ଲୋକମାନେ ମଧ୍ୟ ସେମାନଙ୍କ ପ୍ରତି କୃତଜ୍ଞ। Viz kapitola |