ରୋମୀୟ 16:5 - ଓଡିଆ ବାଇବେଲ5 ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ । ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଆସିଆର ପ୍ରଥମ ଫଳ ସ୍ୱରୂପ । Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ ସେମାନଙ୍କ ଗୃହରେ ଥିବା ମଣ୍ତଳୀକି ନମସ୍କାର ଜଣାଅ। ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଆସିଆର ପ୍ରଥମ ଫଳସ୍ଵରୂପ। Viz kapitolaପବିତ୍ର ବାଇବଲ (CL) NT (BSI)5 ସେମାନଙ୍କ ଗୃହରେ ଏକତ୍ର ହେଉଥିବା ଉପାସକ ମଣ୍ଡଳୀକୁ ମଧ୍ୟ ମୋର ଅଭିବାଦନ ଜଣାଉଛି। ମୋର ପ୍ରିୟ ବନ୍ଧୁ ଏପାଇନେତଙ୍କୁ ମୋର ନମସ୍କାର ଦେବ। ଆସିଆ ପ୍ରଦେଶରେ ସେ ହେଉଛନ୍ତି ପ୍ରଥମ ଖ୍ରୀଷ୍ଟବିଶ୍ୱାସୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ। ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଏସିଆର ପ୍ରଥମ ଫଳ ସ୍ୱରୂପ ଅଟନ୍ତି। Viz kapitolaପବିତ୍ର ବାଇବଲ5 ତାଙ୍କ ଘରେ ହେଉଥିବା ମଣ୍ତଳୀକୁ ମଧ୍ୟ ନମସ୍କାର। ମୋର ପ୍ରିୟ ବନ୍ଧୁ ଏପାଇନେତଙ୍କୁ ନମସ୍କାର। ସେ ସମଗ୍ର ଏସିଆରେ ଖ୍ରୀଷ୍ଟଙ୍କୁ ଗ୍ରହଣ କରିବାରେ ପ୍ରଥମ ଲୋକ। Viz kapitola |