ରୋମୀୟ 2:16 - ଓଡିଆ ବାଇବେଲ16 ଯେଉଁ ଦିନରେ ଈଶ୍ୱର ମୋହର ସୁସମାଚାର ଅନୁସାରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ । Viz kapitolaପବିତ୍ର ବାଇବଲ (Re-edited) - (BSI)16 ଯେଉଁ ଦିନରେ ଈଶ୍ଵର ମୋହର ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ , ସେହି ଦିନ ଏହା ପ୍ରକାଶ ପାଇବ। Viz kapitolaପବିତ୍ର ବାଇବଲ (CL) NT (BSI)16 ଯେଉଁ ଦିନ ଈଶ୍ୱର ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଏ ସବୁ ଘଟିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯେଉଁ ଦିନରେ ଈଶ୍ବର, ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ। Viz kapitolaପବିତ୍ର ବାଇବଲ16 ଯେଉଁ ଦିନ ପରମେଶ୍ୱର ଲୋକମାନଙ୍କ ଭିତରେ ଥିବା ଗୁପ୍ତକଥା ଗୁଡ଼ିକର ନ୍ୟାୟବିଗ୍ଭର କରିବେ ସେହି ଦିନ ଏହି କଥା ଘଟିବ। ମୁଁ ଯେଉଁ ସୁସମାଗ୍ଭର ଲୋକମାନଙ୍କୁ କହୁଛି, ତାହା କୁହେ ଯେ, ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା, ଲୋକମାନଙ୍କର ନ୍ୟାୟବିଗ୍ଭର କରିବେ। Viz kapitola |