ରୋମୀୟ 4:19 - ଓଡିଆ ବାଇବେଲ19 ତାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ୱାସରେ ଦୁର୍ବଳ ହେଲେ ନାହିଁ, Viz kapitolaପବିତ୍ର ବାଇବଲ (Re-edited) - (BSI)19 ତାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ଵାସରେ ଦୁର୍ବଳ ହେଲେ ନାହିଁ, Viz kapitolaପବିତ୍ର ବାଇବଲ (CL) NT (BSI)19 ତାଙ୍କୁ ସେତେବେଳେ ଶହେ ବର୍ଷ ହୋଇଥିଲା। କିନ୍ତୁ ତାଙ୍କ ମୃତପ୍ରାୟ ଶରୀର କଥା ଭାବି, କିମ୍ବା ସାରା ଯେ ଆଉ ସନ୍ତାନ ପ୍ରସବ କରିବାକୁ ଅକ୍ଷମ, ଏ କଥା ଜାଣି, ତାଙ୍କର ବିଶ୍ୱାସ ଦୁର୍ବଳ ହୋଇ ନ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତାହାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ୱାସରେ ଦୁର୍ବଳ ହେଲେ ନାହିଁ, Viz kapitolaପବିତ୍ର ବାଇବଲ19 ଅବ୍ରହାମଙ୍କୁ 100 ବର୍ଷ ବୟସ ହୋଇଥିଲା, ଅତଏବ ପିଲାପିଲି ହେବା ସମୟ ଗ୍ଭଲି ଯାଇଥିଲା। ତାହାଙ୍କ ସ୍ତ୍ରୀ ସାରା ମଧ୍ୟ ସନ୍ତାନ ଜନ୍ମ କରି ପାରିବେ ନାହିଁ, ଅବ୍ରହାମ ଏ କଥା ଭାବିଥିଲେ। Viz kapitola |