ରୋମୀୟ 4:6 - ଓଡିଆ ବାଇବେଲ6 ଏହି ପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ୱର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାକୁ ଧନ୍ୟ ବୋଲି କହନ୍ତି, ଯଥା, Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏହିପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ଵର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାକୁ ଧନ୍ୟ ବୋଲି କହନ୍ତି, ଯଥା, Viz kapitolaପବିତ୍ର ବାଇବଲ (CL) NT (BSI)6 ଯେଉଁ ଲୋକର କ୍ରିୟାକର୍ମ ପ୍ରତି ଦୃଷ୍ଟି ନ ଦେଇ ଈଶ୍ୱର ତାକୁ ଧାର୍ମିକ ବୋଲି ଗ୍ରହଣ କରନ୍ତି, ତାକୁ ପ୍ରଶଂସା କରି ଦାଉଦ କହିଛନ୍ତି: Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହି ପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ବର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାହାକୁ ଧନ୍ୟ ବୋଲି କହନ୍ତି, ଯଥା, Viz kapitolaପବିତ୍ର ବାଇବଲ6 ଦାଉଦ ସେହି କଥା କହୁଛନ୍ତି, ମଣିଷ ଯାହା କରିଛି ତାହାର ହିସାବ ନ କରି ପରମେଶ୍ୱର ଯେତେବେଳେ ତାହାକୁ ଧାର୍ମିକ ହିସାବରେ ଗଣନା କରନ୍ତି, ସେ ଲୋକ ହିଁ ପ୍ରକୃତରେ ଧନ୍ୟ: Viz kapitola |