ରୋମୀୟ 5:14 - ଓଡିଆ ବାଇବେଲ14 ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ୱ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ । Viz kapitolaପବିତ୍ର ବାଇବଲ (Re-edited) - (BSI)14 ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ଵ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ। Viz kapitolaପବିତ୍ର ବାଇବଲ (CL) NT (BSI)14 ଆଦମଙ୍କ ସମୟରୁ ମୋଶାଙ୍କ ସମୟ ପର୍ଯ୍ୟନ୍ତ କେହି ଆଦମଙ୍କ ପରି ଆଜ୍ଞା ଲଙ୍ଘନ କରି ପାପ କରି ନ ଥିଲେ ସୁଦ୍ଧା, ସମସ୍ତେ ମୃତ୍ୟୁର ଅଧୀନ ହେଲେ। ଯାହାଙ୍କର ଆଗମନ ହେବାର ଥିଲା, ଆଦମ ତାଙ୍କର ଏକ ପ୍ରତିରୂପ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ୱ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ। Viz kapitolaପବିତ୍ର ବାଇବଲ14 କିନ୍ତୁ ଆଦମଙ୍କ ସମୟରୁ ମୋଶାଙ୍କ ସମୟ ସୁଦ୍ଧା, ପ୍ରତ୍ୟେକ ଲୋକକୁ ମରିବାକୁ ପଡ଼ିଲା। ପରମେଶ୍ୱରଙ୍କର ଆଦେଶ ଅମାନ୍ୟ କରି ପାପ କରିଥିବା ହେତୁ ଆଦମ ମଲା। କିନ୍ତୁ, ଯେଉଁ ଲୋକମାନେ ଆଦମ ଭଳି ପାପ କରି ନ ଥିଲେ, ସେମାନଙ୍କୁ ମଧ୍ୟ ମରିବାକୁ ହେଲା। ଭବିଷ୍ୟତରେ ଯେଉଁ ଜଣଙ୍କର (ଖ୍ରୀଷ୍ଟଙ୍କର) ଆସିବା କଥା, କେତେକାଂଶରେ ସେ ଆଦମଙ୍କ ଭଳି। Viz kapitola |