ରୋମୀୟ 5:5 - ଓଡିଆ ବାଇବେଲ5 ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ୱରଙ୍କ ପ୍ରେମ ପ୍ରବାହିତ ହୋଇଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ଵାରା ଆମ୍ଭମାନଙ୍କ ହୃଦୟରେ ଈଶ୍ଵରଙ୍କ ପ୍ରେମ ପରିବ୍ୟାପ୍ତ ହୋଇଅଛି। Viz kapitolaପବିତ୍ର ବାଇବଲ (CL) NT (BSI)5 ଭରସା ଆମ୍ଭମାନଙ୍କୁ ନିରାଶ ହେବାକୁ ଦିଏ ନାହିଁ, କାରଣ ଈଶ୍ୱର ଆମ୍ଭମାନଙ୍କୁ ପବିତ୍ରଆତ୍ମା ଦାନ କରି ଆମ ହୃଦୟରେ ତାଙ୍କ ପ୍ରେମ ଭରି ଦେଇଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି। Viz kapitolaପବିତ୍ର ବାଇବଲ5 ଏହି ଭରସା ଆମ୍ଭକୁ କେବେ ହେଲେ ନିରାଶ କରିବ ନାହିଁ। କ’ଣ ପାଇଁ? କାରଣ ପରମେଶ୍ୱର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ରେମ ଢାଳି ଦେଲେ। ପରମେଶ୍ୱର ପବିତ୍ରଆତ୍ମା ମାଧ୍ୟମରେ ତାହାଙ୍କର ପ୍ରେମ ଦେଇଛନ୍ତି। ପରମେଶ୍ୱରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ରଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ। Viz kapitola |