ରୋମୀୟ 5:6 - ଓଡିଆ ବାଇବେଲ6 କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)6 କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ। Viz kapitolaପବିତ୍ର ବାଇବଲ (CL) NT (BSI)6 ଆମ୍ଭେମାନେ ଅସହାୟ ଥିବାବେଳେ ଈଶ୍ୱରଙ୍କ ନିରୂପିତ ସମୟରେ ଖ୍ରୀଷ୍ଟ ପାପୀମାନଙ୍କ ପାଇଁ ମୃତ୍ୟୁଭୋଗ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ। Viz kapitolaପବିତ୍ର ବାଇବଲ6 ଆମ୍ଭେ ଅଧାର୍ମିକ ଥିବା ବେଳେ ଖ୍ରୀଷ୍ଟ ଆମ୍ଭ ପାଇଁ ମରି ଥିଲେ। ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଜୀବନଯାପନ କରୁଥିଲୁ, ତଥାପି ଯଥାର୍ଥ ସମୟରେ ଖ୍ରୀଷ୍ଟ ଆମ୍ଭ ପାଇଁ ମରିଥିଲେ। Viz kapitola |