ରୋମୀୟ 6:1 - ଓଡିଆ ବାଇବେଲ1 ତେବେ, ଆମ୍ଭେମାନେ କ'ଣ କରିବା ? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା ? Viz kapitolaପବିତ୍ର ବାଇବଲ (Re-edited) - (BSI)1 ତେବେ, ଆମ୍ଭେମାନେ କଅଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା? Viz kapitolaପବିତ୍ର ବାଇବଲ (CL) NT (BSI)1 ତାହାହେଲେ କଅଣ କହିବା? ଈଶ୍ୱରଙ୍କ ଅନୁଗ୍ରହ ଆହୁରି ପ୍ରଚୁର ହେବ ବୋଲି ଆମେ କଅଣ ପାପରେ ଜୀବନ ଯାପନ କରିବା? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତେବେ, ଆମ୍ଭେମାନେ କଅଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା? Viz kapitolaପବିତ୍ର ବାଇବଲ1 ତା'ହେଲେ ତୁମ୍ଭେମାନେ ଭାବୁଛ ଯେ ଆମ୍ଭେ ସର୍ବଦା ପାପ କରି ଗ୍ଭଲି ଥିବା ଯାହା ପାଇଁ ପରମେଶ୍ୱର ଆମ୍ଭକୁ ଆହୁରି ଅଧିକ ଅନୁଗ୍ରହ ପ୍ରଦାନ କରିବେ? Viz kapitola |