ରୋମୀୟ 6:11 - ଓଡିଆ ବାଇବେଲ11 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ୱରଙ୍କ ପ୍ରତି ଜୀବିତ ବୋଲି ଗଣନା କର । Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ଵରଙ୍କ ପ୍ରତି ଜୀବିତ ବୋଲି ଗଣନା କର। Viz kapitolaପବିତ୍ର ବାଇବଲ (CL) NT (BSI)11 ସେହିପରି ତୁମ୍ଭେମାନେ ମଧ୍ୟ ପାପ ପ୍ରତି ମୃତ ହୋଇଛ ବୋଲି ମନେକର। ତୁମ୍ଭେମାନେ ଏବେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଜୀବନରେ ଈଶ୍ୱରଙ୍କ ସହ ସଂଯୁକ୍ତ ହୋଇଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ବରଙ୍କ ପ୍ରତି ଜୀବିତ ବୋଲି ଗଣନା କର। Viz kapitolaପବିତ୍ର ବାଇବଲ11 ସେହିଭଳି ତୁମ୍ଭେମାନେ ମଧ୍ୟ ପାପର ଶକ୍ତି ବିଷୟରେ ନିଜକୁ ମୃତ ବୋଲି ଭାବିବା ଉଚିତ୍। ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଇଁ ଜୀବିତ ବୋଲି ଅନୁଭବ କର। Viz kapitola |