ରୋମୀୟ 6:16 - ଓଡିଆ ବାଇବେଲ16 ମୃତ୍ୟୁଜନକ ପାପ କିମ୍ବା ଧାର୍ମିିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କ'ଣ ଜାଣ ନାହିଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)16 ମୃତ୍ୟୁଜନକ ପାପ କିମ୍ଵା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପୋା ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ? Viz kapitolaପବିତ୍ର ବାଇବଲ (CL) NT (BSI)16 ତୁମ୍ଭେମାନେ ଅବଶ୍ୟ ଜାଣିଛ, ଯଦି ତୁମେ କାହାର ବଶ୍ୟତା ସ୍ୱୀକାର କରି ତାହାର ସମ୍ପୂର୍ଣ୍ଣ ଆଜ୍ଞାଧୀନ ହୁଅ, ତେବେ ତୁମେ ତା’ର ଦାସ। ଯଦି ପାପର ଦାସ ହୁଅ, ଏହାର ପରିଣାମ ହେବ ମୃତ୍ୟୁ; ଯଦି ଧାର୍ମିକତାର ଅନୁବର୍ତ୍ତୀ ହୁଅ, ତେବେ ଜୀବନ ପାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ? Viz kapitolaପବିତ୍ର ବାଇବଲ16 ଏହା ନିଶ୍ଚିତ ଭାବରେ ତୁମ୍ଭେମାନେ ଜାଣ ଯେ ଯେତେବେଳେ ତୁମ୍ଭେମାନେ ଦାସ ଭଳି ନିଜକୁ ସମର୍ପଣ କର, ସେତେବେଳେ ତୁମ୍ଭେମାନେ ପ୍ରକୃତରେ ସେହି ଲୋକର ଦାସ ଅଟ। ଯେଉଁ ଲୋକକୁ ତୁମ୍ଭେମାନେ ମାନିବ ସେ ହେଉଛି ତୁମ୍ଭର ମାଲିକ। ତୁମ୍ଭେମାନେ ପାପର ଗ୍ଭକର ହୋଇ ପାରିବ ବା ପରମେଶ୍ୱରଙ୍କୁ ମାନିବ। ପାପ ଆଧ୍ୟାତ୍ମିକ ମୃତ୍ୟୁ ଆଣି ଦିଏ। କିନ୍ତୁ ପରମେଶ୍ୱରଙ୍କୁ ମାନିଲେ, ପରମେଶ୍ୱରଙ୍କଠାରେ ତୁମ୍ଭେମାନେ ଧାର୍ମିକ ବୋଲି ଗଣିତ ହୁଅ। Viz kapitola |