ରୋମୀୟ 6:3 - ଓଡିଆ ବାଇବେଲ3 ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ? Viz kapitolaପବିତ୍ର ବାଇବଲ (CL) NT (BSI)3 ତୁମ୍ଭେମାନେ ଜାଣ, ଜଳଦୀକ୍ଷା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଆମ୍ଭେମାନେ ତାଙ୍କ ମୃତ୍ୟୁରେ ମଧ୍ୟ ଅଂଶୀ ହୋଇଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ? Viz kapitolaପବିତ୍ର ବାଇବଲ3 ତୁମ୍ଭେମାନେ କ’ଣ ମନେ ରଖିଛ କି ଯେତେବେଳେ ଆମ୍ଭେ ସମସ୍ତେ ବାପ୍ତିଜିତ ହେଲୁ, ସେତେବେଳେ ଯୀଶୁ ଖ୍ରୀଷ୍ଟଙ୍କର ଅଂଶ ହୋଇଗଲୁ। ଆମ୍ଭର ବାପ୍ତିଜିତ ହେବାରେ ଆମ୍ଭେ ତାହାଙ୍କର ମୃତ୍ୟୁର ମଧ୍ୟ ଭାଗୀଦାର ହେଲୁ। Viz kapitola |