ରୋମୀୟ 6:6 - ଓଡିଆ ବାଇବେଲ6 ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି, Viz kapitolaପବିତ୍ର ବାଇବଲ (Re-edited) - (BSI)6 ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ଵରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ଵଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି, Viz kapitolaପବିତ୍ର ବାଇବଲ (CL) NT (BSI)6 ଆମେ ଜାଣୁ, ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ଆମ୍ଭମାନଙ୍କ ପୁରାତନ ବ୍ୟକ୍ତିତ୍ୱ ମୃତ ହୋଇଛି। ତଦ୍ଦ୍ୱାରା ଆମ ପାପ ପ୍ରକୃତି ବିନଷ୍ଟ ହୋଇଛି ଓ ଆମେ ପାପର ଦାସତ୍ୱରୁ ମୁକ୍ତି ପାଇଛୁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି, Viz kapitolaପବିତ୍ର ବାଇବଲ6 ଆମ୍ଭେ ଜାଣୁ ଯେ, ଆମ୍ଭର ପୂର୍ବ ଜୀବନ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ତାହାଙ୍କ ସହିତ ମୃତ ହୋଇ ଯାଇଛି। ଆମ୍ଭର ପାପପୂର୍ଣ୍ଣ ଶରୀର ଆମ୍ଭ ଉପରେ ରାଜତ୍ୱ ନ କରିବା ପାଇଁ ଏପରି ଘଟିଲା। ତା'ପରେ ଆମ୍ଭେ ପାପର ଦାସ ହେବୁ ନାହିଁ। Viz kapitola |