ରୋମୀୟ 6:9 - ଓଡିଆ ବାଇବେଲ9 ଖ୍ରୀଷ୍ଟ ମୃତ୍ୟୁମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)9 ଖ୍ରୀଷ୍ଟ ମୃତମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ଵ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)9 ଆମେ ଜାଣୁ, ଖ୍ରୀଷ୍ଟ ମୃତ୍ୟୁରୁ ପୁନରୁତ୍ଥିତ ହୋଇଥିବାରୁ, ସେ ଆଉ କେବେ ମୃତ୍ୟୁଭୋଗ କରିବେ ନାହିଁ। ତାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଖ୍ରୀଷ୍ଟ ମୃତମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ। Viz kapitolaପବିତ୍ର ବାଇବଲ9 ଖ୍ରୀଷ୍ଟ ମୃତ୍ୟୁରୁ ଉଠିଥିଲେ ଓ ଆମ୍ଭେ ଜାଣୁ ଯେ ସେ ପୁନଃ ମରିବେ ନାହିଁ। ଏବେ ମୃତ୍ୟୁର ତାଙ୍କ ଉପରେ ଆଉ କୌଣସି କର୍ତ୍ତୃତ୍ୱ ନାହିଁ। Viz kapitola |