ରୋମୀୟ 7:15 - ଓଡିଆ ବାଇବେଲ15 କାରଣ ମୁଁ ଯାହା କରେ, ତାହା ଜାଣେ ନାହିଁ; ଯେଣୁ ମୁଁ ଯାହା ଇଚ୍ଛା କରେ, ତାହା କରେ ନାହିଁ, ବରଂ ଯାହା ମୁଁ ଘୃଣା କରେ, ତାହା ହିଁ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 କାରଣ ମୁଁ ଯାହା କରେ, ତାହା ଜାଣେ ନାହିଁ; ଯେଣୁ ମୁଁ ଯାହା ଇଚ୍ଛା କରେ, ତାହା କରେ ନାହିଁ, ବରଂ ଯାହା ମୁଁ ଘୃଣା କରେ, ତାହା ହିଁ କରେ। Viz kapitolaପବିତ୍ର ବାଇବଲ (CL) NT (BSI)15 ମୁଁ କଅଣ କରେ, ତା’ ମୁଁ ବୁଝେ ନାହିଁ। ଯାହା କରିବା ପାଇଁ ମୋର ଇଚ୍ଛା, ତା’ ମୁଁ କରେ ନାହିଁ; କିନ୍ତୁ ଯାହା ଘୃଣା କରେ, ତାହା ହିଁ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ମୁଁ ଯାହା କରେ, ତାହା ଜାଣେ ନାହିଁ; ଯେଣୁ ମୁଁ ଯାହା ଇଚ୍ଛା କରେ, ତାହା କରେ ନାହିଁ, ବରଂ ଯାହା ମୁଁ ଘୃଣା କରେ, ତାହା ହିଁ କରେ। Viz kapitolaପବିତ୍ର ବାଇବଲ15 ଯେଉଁ ଭଲ କାମ ମୁଁ କରିବାକୁ ଇଚ୍ଛା କରେ, ମୁଁ କରେ ନାହିଁ। ଓ ଯେଉଁ ମନ୍ଦ କାମ କରିବାକୁ ମୁଁ ଘୃଣା କରେ, ସେହି କାମ କରେ। Viz kapitola |