Online Bible

- Reklamy -




ରୋମୀୟ 7:2 - ଓଡିଆ ବାଇବେଲ

2 ସ୍ୱାମୀ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ସ୍ତ୍ରୀ ସ୍ୱାମୀ ସହିତ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଆବଦ୍ଧ ଥାଏ, କିନ୍ତୁ ସ୍ୱାମୀ ମରିଗଲେ ସ୍ତ୍ରୀ ସ୍ୱାମୀର ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ ହୁଏ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ସ୍ଵାମୀ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ସ୍ତ୍ରୀ ସ୍ଵାମୀ ସହିତ ବ୍ୟବସ୍ଥା ଦ୍ଵାରା ଆବଦ୍ଧ ଥାଏ, କିନ୍ତୁ ସ୍ଵାମୀ ମରିଗଲେ ସ୍ତ୍ରୀ ସ୍ଵାମୀର ବ୍ୟବସ୍ଥାରୁ ମୁକ୍ତ ହୁଏ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

2 ସ୍ୱାମୀ ବଞ୍ଚିଥିବା ପର୍ଯ୍ୟନ୍ତ ତା’ର ପତ୍ନୀ ତା’ ସହିତ ବିବାହ ବନ୍ଧରେ ଆବଦ୍ଧ ଥାଏ। କିନ୍ତୁ ସ୍ୱାମୀର ମୃତ୍ୟୁ ହେଲେ, ତା’ର ସ୍ତ୍ରୀ ଏହି ବ୍ୟବସ୍ଥାରୁ ମୁକ୍ତ ହୁଏ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସ୍ୱାମୀ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ସ୍ତ୍ରୀ ସ୍ୱାମୀ ସହିତ ବ୍ୟବସ୍ଥା ଦ୍ୱାରା ଆବଦ୍ଧ ଥାଏ, କିନ୍ତୁ ସ୍ୱାମୀ ମରିଗଲେ ସ୍ତ୍ରୀ ବିବାହ ବ୍ୟବସ୍ଥାରୁ ମୁକ୍ତ ହୁଏ।

Viz kapitola kopírovat

ପବିତ୍ର ବାଇବଲ

2 ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉଦାହରଣ ଦେଉଛି। ଜଣେ ବିବାହିତା ସ୍ତ୍ରୀଲୋକ ତାହାର ସ୍ୱାମୀ ଜୀବିତ ଥିବା ସମୟ ପର୍ଯ୍ୟନ୍ତ ତା’ ସହିତ ଆବଦ୍ଧ ହୋଇ ରହିଥାଏ। କିନ୍ତୁ ଯେତେବେଳେ ତାହାର ସ୍ୱାମୀ ମରି ଯାଏ ସେ ବିବାହର ନିୟମରୁ ମୁକ୍ତ ହୋଇ ଯାଏ।

Viz kapitola kopírovat




ରୋମୀୟ 7:2

Následuj nás:

Reklamy


Reklamy