ରୋମୀୟ 7:21 - ଓଡିଆ ବାଇବେଲ21 ଅତଏବ, ଉତ୍ତମ କର୍ମ କରିବାକୁ ଇଚ୍ଛୁକ ଯେ ମୁଁ, ମୋ' ନିକଟରେ ଯେ ମନ୍ଦ ଉପସ୍ଥିତ, ଏହି ମୋଶାଙ୍କ ବ୍ୟବସ୍ଥା ମୁଁ ଦେଖୁଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)21 ଅତଏବ, ଉତ୍ତମ କର୍ମ କରିବାକୁ ଇଚ୍ଛୁକ ଯେ ମୁଁ, ମୋʼ ନିକଟରେ ଯେ ମନ୍ଦ ଉପସ୍ଥିତ, ଏହି ବ୍ୟବସ୍ଥା ମୁଁ ଦେଖୁଅଛି। Viz kapitolaପବିତ୍ର ବାଇବଲ (CL) NT (BSI)21 ଏହା ମୋ’ ଭିତରେ ଏକ ସକ୍ରିୟ ବିଧାନ ବୋଲି ମନେହୁଏ। ଯାହା ସତ୍, ତାହା ମୁଁ କରିବାକୁ ଗଲାବେଳେ, କେବଳ ଅସତ୍ କାର୍ଯ୍ୟ କରିଥାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଅତଏବ, ଉତ୍ତମ କର୍ମ କରିବାକୁ ଇଚ୍ଛୁକ ଯେ ମୁଁ, ମୋʼ ନିକଟରେ ଯେ ମନ୍ଦ ଉପସ୍ଥିତ, ଏହି ବ୍ୟବସ୍ଥା ମୋʼଠାରେ କାର୍ଯ୍ୟ କରେ, ତାହା ମୁଁ ଦେଖୁଅଛି। Viz kapitolaପବିତ୍ର ବାଇବଲ21 ସେହିଭଳି ମୁଁ ଏହି ବ୍ୟବସ୍ଥାଟି ଶିଖିଛି: ଯେତେବେଳେ ମୁଁ ଭଲ କାମ କହିବାକୁ ଇଚ୍ଛା କରେ, ମନ୍ଦ ମୋ’ ପାଖେ ଉପସ୍ଥିତ ଥାଏ। Viz kapitola |