ରୋମୀୟ 8:1 - ଓଡିଆ ବାଇବେଲ1 ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ତାଜ୍ଞା ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)1 ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ଜୀବନ ଯାପନ କରନ୍ତି, ସେମାନେ ଆଉ ଦୋଷୀ ବିବେଚିତ ହେବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ। Viz kapitolaପବିତ୍ର ବାଇବଲ1 ଅତଏବ ଏବେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନେ ଦେଷୀ ବୋଲି ବିଗ୍ଭରିତ ହୁଅନ୍ତି ନାହିଁ। Viz kapitola |