ରୋମୀୟ 8:19 - ଓଡିଆ ବାଇବେଲ19 ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ୱରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)19 ଯେଣୁ ସୃଷ୍ଟିର ଏକା; ଆକାଂକ୍ଷା ଈଶ୍ଵରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି। Viz kapitolaପବିତ୍ର ବାଇବଲ (CL) NT (BSI)19 ସମଗ୍ର ସୃଷ୍ଟି ଆଗ୍ରହ ସହିତ ସେହି ଦିନର ଅପେକ୍ଷାରେ ରହିଛି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ବରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି। Viz kapitolaପବିତ୍ର ବାଇବଲ19 ପରମେଶ୍ୱର ଯାହାକିଛି ସୃଷ୍ଟି କରିଛନ୍ତି, ସେହିସବୁ ବଡ଼ ଆଶାରେ ସେହି ସମୟକୁ ଅପେକ୍ଷା କରିଚନ୍ତି ଯେ କେତେବେଳେ ପରମେଶ୍ୱର ସଂସାରକୁ ଜଣାଇ ଦେବେ ଯେ, କେଉଁମାନେ ତାହାଙ୍କର ସନ୍ତାନ ଅଟନ୍ତି। ସମଗ୍ର ସଂସାର ଏହି ଘଟଣା ଘଟିବା ପାଇଁ ଗ୍ଭହିଁ ରହିଛି। Viz kapitola |