ରୋମୀୟ 8:22 - ଓଡିଆ ବାଇବେଲ22 କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ । Viz kapitolaପବିତ୍ର ବାଇବଲ (Re-edited) - (BSI)22 କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ। Viz kapitolaପବିତ୍ର ବାଇବଲ (CL) NT (BSI)22 କିନ୍ତୁ ଏ ପର୍ଯ୍ୟନ୍ତ ସମଗ୍ର ସୃଷ୍ଟି ପ୍ରସବ ବେଦନା ତୁଲ୍ୟ ଯନ୍ତ୍ରଣା ଅନୁଭବ କରି ଆର୍ତ୍ତନାଦ କରୁଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ। Viz kapitolaପବିତ୍ର ବାଇବଲ22 ଆମ୍ଭେ ଯାଣୁ ଯେ ପରମେଶ୍ୱରଙ୍କ ନିର୍ମିତ ପ୍ରତ୍ୟେକ ବିଷୟ, ଏବେ ସୁଦ୍ଧା ସନ୍ତାନକୁ ଜନ୍ମ ଦେବା ପ୍ରସବ ବେଦନା ସହିତ ପ୍ରତୀକ୍ଷାରତ ସ୍ତ୍ରୀଲୋକ ଭଳି ଅପେକ୍ଷାରେ ଅଛି। Viz kapitola |