ରୋମୀୟ 8:23 - ଓଡିଆ ବାଇବେଲ23 ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ । Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ଵରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ଵ, ଅର୍ଥାତ୍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ। Viz kapitolaପବିତ୍ର ବାଇବଲ (CL) NT (BSI)23 ଆମ୍ଭେମାନେ ଈଶ୍ୱରଙ୍କ ପ୍ରଥମ ଦାନ ସ୍ୱରୂପ ପବିତ୍ରଆତ୍ମାଙ୍କୁ ପାଇଛୁ; ତଥାପି ଈଶ୍ୱରଙ୍କ ପରିବାରଭୁକ୍ତ ହୋଇ ସର୍ବତୋଭାବେ ମୁକ୍ତି ପାଇବା ପାଇଁ ଆମେ ମଧ୍ୟ ଅପେକ୍ଷା କରି ଅନ୍ତରରେ ଆର୍ତ୍ତନାଦ କରୁଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ। Viz kapitolaପବିତ୍ର ବାଇବଲ23 କେବଳ ଜଗତ ନୁହେଁ, ଆମ୍ଭେ ମଧ୍ୟ ସେହିପରି ବେଦନାପୂର୍ବକ ଅପେକ୍ଷାରେ ଅଛୁ। ପରମେଶ୍ୱରଙ୍କର ପ୍ରତିଜ୍ଞାର ପ୍ରଥମ ଫଳ ସ୍ୱରୂପ ଆମ୍ଭେ ଆତ୍ମାକୁ ପାଇଲୁ। ସେଥିପାଇଁ ଆମ୍ଭେ ଅପେକ୍ଷା କରିଛୁ ଯେ, ପରମେଶ୍ୱର ଆମ୍ଭକୁ ତାହାଙ୍କର ନିଜ ସନ୍ତାନ ଭାବେ ସୃଷ୍ଟି କରିବା କାମ ସମାପ୍ତ କରନ୍ତୁ। ଅର୍ଥାତ ଆମ୍ଭେମାନେ ଶରୀରଗୁଡ଼ିକ ମୁକ୍ତି ପାଇଁ ଅପେକ୍ଷା କରିଛୁ। Viz kapitola |