ରୋମୀୟ 8:29 - ଓଡିଆ ବାଇବେଲ29 କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)29 କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)29 ଯେଉଁମାନଙ୍କୁ ଈଶ୍ୱର ମନୋନୀତ କରିଛନ୍ତି, ସେମାନଙ୍କୁ ତାଙ୍କ ପୁତ୍ରଙ୍କ ଅନୁରୂପ ହେବା ପାଇଁ ଆଗରୁ ନିରୂପଣ କରିଛନ୍ତି ତାହାହେଲେ, ଈଶ୍ୱରଙ୍କ ପୁତ୍ର ସେମାନଙ୍କର ଅଗ୍ରଜ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି। Viz kapitolaପବିତ୍ର ବାଇବଲ29 ପରମେଶ୍ୱର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ୱର ନିର୍ଣୟ କରିଥିଲେ ଯେ ସେହି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା'ହେଲେ ଯୀଶୁ ଅନେକ ଭାଇ ଭଉଣୀ ମାନଙ୍କ ଭିତରେ ପ୍ରଥମଜାତ ବୋଲି ଧରା ହେବେ। Viz kapitola |