ରୋମୀୟ 8:33 - ଓଡିଆ ବାଇବେଲ33 ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ ? ଈଶ୍ୱର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)33 ଈଶ୍ଵରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ? ଈଶ୍ଵର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)33 ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିପାରିବ? ସେମାନଙ୍କୁ ନିର୍ଦ୍ଦୋଷ ବୋଲି ସ୍ୱୟଂ ଈଶ୍ୱର ଘୋଷଣା କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଈଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ? ଈଶ୍ବର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି। Viz kapitolaପବିତ୍ର ବାଇବଲ33 ପରମେଶ୍ୱର ଯାହାଙ୍କୁ ବାଛିଛନ୍ତି, ସେ ଲୋକମାନଙ୍କୁ କିଏ ବା ଅଭିଯୁକ୍ତ କରି ପାରିବ? କେହି ନୁହେଁ! ପରମେଶ୍ୱର ହିଁ ସେହି ଲୋକମାନଙ୍କୁ ଧାର୍ମିକ କରନ୍ତି। Viz kapitola |