Online Bible

- Reklamy -




ରୋମୀୟ 8:35 - ଓଡିଆ ବାଇବେଲ

35 ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଙ୍ଗତା, କି ବିପଦ, କି ଖଡ଼୍ଗ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଙ୍ଗତା, କି ବିପଦ, କି ଖଡ଼୍‍ଗ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

35 ତେବେ କିଏ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ପ୍ରେମରୁ ବିଚ୍ଛିନ୍ନ କରିପାରିବ? ଦୁଃଖ, କଷ୍ଟ, କ୍ଳେଶ ବା ଉତ୍ପୀଡ଼ନ, ଦାରିଦ୍ର୍ୟ, କ୍ଷୁଧା, ବିପଦ ବା ମୃତ୍ୟୁର ବିଭୀଷିକା, କେହି ତା’ କରିପାରିବେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଗ୍ନତା, କି ବିପଦ, କି ଖଡ୍ଗ?

Viz kapitola kopírovat

ପବିତ୍ର ବାଇବଲ

35 ଖ୍ରୀଷ୍ଟଙ୍କର ପ୍ରେମଠାରୁ ଆମ୍ଭକୁ କିଏ କ’ଣ ଅଲଗା କରିପାରେ? ନା! କଷ୍ଟ କ’ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା! ସମସ୍ୟା ବା ତାଡ଼ନା କ’ଣ ଖ୍ରୀଷ୍ଟଙ୍କର ଶତ୍ରୁମାନଙ୍କ ଆଘାତ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା! ଯଦି ଆମ୍ଭ ପାଖରେ ଖାଦ୍ୟ ବା ଲୁଗାପଟା ନାହିଁ, ତା'ହେଲେ ତାହା କ’ଣ ଖ୍ରୀଷ୍ଟଙ୍କର ପ୍ରେମରୁ ଆମ୍ଭକୁ ଅଲଗା କରିପାରେ? ନା! ବିପଦ ବା ମୃତ୍ୟୁ ହେଉନା କାହିଁକି ତାହା କ’ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା!

Viz kapitola kopírovat




ରୋମୀୟ 8:35

Následuj nás:

Reklamy


Reklamy