ରୋମୀୟ 8:38 - ଓଡିଆ ବାଇବେଲ38 କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, Viz kapitolaପବିତ୍ର ବାଇବଲ (Re-edited) - (BSI)38 କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, Viz kapitolaପବିତ୍ର ବାଇବଲ (CL) NT (BSI)38 ମୁଁ ନିଶ୍ଚିତଭାବେ ଜାଣେ ଯେ ତାଙ୍କ ପ୍ରେମରୁ ଆମେ କେବେ ବିଚ୍ଛିନ୍ନ ହେବା ନାହିଁ। ମୃତ୍ୟୁ ବା ଜୀବନ, ସ୍ୱର୍ଗଦୂତ ବା ଆକାଶମଣ୍ଡଳର କୌଣସି ଅଧିପତି ବା ଶକ୍ତି, ବର୍ତ୍ତମାନ ବା ଭିବଷ୍ୟତ୍, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, Viz kapitolaପବିତ୍ର ବାଇବଲ38-39 ହଁ, ମୁଁ ଜାଣେ ଯେ, କୌଣସି ବିଷୟ ଆମ୍ଭକୁ ପରମେଶ୍ୱରଙ୍କ ପ୍ରେମରୁ ବଞ୍ଚିତ କରି ପାରିବ ନାହିଁ। ମୃତ୍ୟୁ ନୁହେଁ, ଜୀବନ ନୁହେଁ, ସ୍ୱର୍ଗଦୂତମାନେ ନୁହନ୍ତି, ଆତ୍ମିକ ଶକ୍ତି ଗୁଡ଼ିକ ନୁହନ୍ତି, ଏବେ କିଛି ନୁହେଁ, ଭବିଷ୍ୟତରେ କିଛି ନୁହେଁ, କୌଣସି ଶକ୍ତି ନୁହେଁ, ଉଚ୍ଚରେ କିଛି ନୁହେଁ, ଗଭୀରରେ କିଛି ନୁହେଁ, ସମଗ୍ର ସୃଷ୍ଟ ଜଗତରେ କିଛି ନୁହେଁ; ଖ୍ରୀଷ୍ଟ ଯୀଶୁ ଆମ୍ଭ ପ୍ରଭୁଙ୍କଠାରେ ଥିବା ପରମାତ୍ମାଙ୍କ ପ୍ରେମଠାରୁ ଆମ୍ଭକୁ କେହି ଅଲଗା କରି ପାରିବେ ନାହିଁ। Viz kapitola |