ରୋମୀୟ 8:8 - ଓଡିଆ ବାଇବେଲ8 ଯେଉଁମାନେ ଶରୀରର ବଶରେ ଅଛନ୍ତି, ସେମାନେ ଈଶ୍ୱରଙ୍କର ସନ୍ତୋଷପାତ୍ର ହୋଇ ପାରନ୍ତି ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯେଉଁମାନେ ଶରୀରର ବଶରେ ଅଛନ୍ତି, ସେମାନେ ଈଶ୍ଵରଙ୍କର ସନ୍ତୋଷପାତ୍ର ହୋଇ ପାରନ୍ତି ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)8 ଯେଉଁମାନେ ମାନବ ପ୍ରକୃତି ଅନୁଯାୟୀ କାର୍ଯ୍ୟ କରନ୍ତି, ସେମାନେ ଈଶ୍ୱରଙ୍କୁ ସନ୍ତୁଷ୍ଟ କରିପାରିବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେଉଁମାନେ ଶରୀରର ବଶରେ ଅଛନ୍ତି, ସେମାନେ ଈଶ୍ବରଙ୍କର ସନ୍ତୋଷପାତ୍ର ହୋଇପାରନ୍ତି ନାହିଁ। Viz kapitolaପବିତ୍ର ବାଇବଲ8 ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ୍ଣ ଶରୀର ଦ୍ୱାରା ଶାସିତ ସେମାନେ ପରମେଶ୍ୱରଙ୍କୁ ଖୁସୀ କରି ପାରିବେ ନାହିଁ। Viz kapitola |