Online Bible

- Reklamy -




ରୋମୀୟ 9:15 - ଓଡିଆ ବାଇବେଲ

15 କାରଣ ସେ ମୋଶାଙ୍କୁ କହନ୍ତି, ଯାହା ଉପରେ ଆମ୍ଭର ଦୟା ଅଛି, ତାହାକୁ ଆମ୍ଭେ ଦୟା କରିବା, ଆଉ ଯାହା ଉପରେ ଆମ୍ଭର କୃପା ଅଛି, ତାହାକୁ ଆମ୍ଭେ କୃପା କରିବା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 କାରଣ ସେ ମୋଶାଙ୍କୁ କହନ୍ତି, ଯାହା ଉପରେ ଆମ୍ଭର ଦୟା ଅଛି, ତାହାକୁ ଆମ୍ଭେ ଦୟା କରିବା, ଆଉ ଯାହା ଉପରେ ଆମ୍ଭର କୃପା ଅଛି, ତାହାକୁ ଆମ୍ଭେ କୃପା କରିବା।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 କାରଣ ସେ ମୋଶାଙ୍କୁ କହିଥିଲେ, “ଆମ୍ଭର ଯାହାକୁ ଇଚ୍ଛା, ତାକୁ ଅନୁଗ୍ରହ କରିବୁ; ଯାହାକୁ ଇଚ୍ଛା, ତାକୁ ଦୟା କରିବୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ସେ ମୋଶାଙ୍କୁ କହନ୍ତି, “ଯାହା ଉପରେ ଆମ୍ଭର ଦୟା ଅଛି, ତାହାକୁ ଆମ୍ଭେ ଦୟା କରିବା, ଆଉ ଯାହା ଉପରେ ଆମ୍ଭର କୃପା ଅଛି, ତାହାକୁ ଆମ୍ଭେ କୃପା କରିବା।”

Viz kapitola kopírovat

ପବିତ୍ର ବାଇବଲ

15 ନା, ଆମ୍ଭେ ଏପରି କହି ପାରିବା ନାହିଁ। ପରମେଶ୍ୱର ମୋଶାଙ୍କୁ କହିଥିଲେ, “ଆମ୍ଭେ ଯାହାକୁ ଦୟା କରିବା ପାଇଁ ଇଚ୍ଛା କରିବା, ଆମ୍ଭେ ତାହା ପ୍ରତି ଦୟା ଦେଖାଇବା। ଆମ୍ଭେ ଯାହାକୁ କରୁଣା ଦେଖାଇବା ପାଇଁ ଇଚ୍ଛା କରିବା ଆମ୍ଭେ ତାହାକୁ କରୁଣା ଦେଖାଇବା।”

Viz kapitola kopírovat




ରୋମୀୟ 9:15

Následuj nás:

Reklamy


Reklamy