ରୋମୀୟ 9:18 - ଓଡିଆ ବାଇବେଲ18 ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)18 ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)18 ସୁତରାଂ ଈଶ୍ୱରଙ୍କ ଇଚ୍ଛାନୁଯାୟୀ ସେ କାହା ପ୍ରତି ଦୟା ପ୍ରଦର୍ଶନ କରନ୍ତି ଓ କାହାକୁ କଠିନମନା ହେବାକୁ ଛାଡ଼ି ଦିଅନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି। Viz kapitolaପବିତ୍ର ବାଇବଲ18 ଅତଏବ ଯେଉଁମାନଙ୍କୁ ପରମେଶ୍ୱର ଦୟା ଦେଖାଇବାକୁ ଗ୍ଭହାନ୍ତି ସେମାନଙ୍କୁ ସେ ଦୟା ଦେଖାନ୍ତି ଓ ଯେଉଁମାନଙ୍କୁ ସେ କଠୋର କରିବାକୁ ଗ୍ଭହାନ୍ତି, ସେମାନଙ୍କୁ ସେ କଠୋର କରନ୍ତି। Viz kapitola |