ରୋମୀୟ 9:2 - ଓଡିଆ ବାଇବେଲ2 ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋ' ସହିତ ସାକ୍ଷ୍ୟ ଦେଉଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)2 ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋʼ ସହିତ ସାକ୍ଷ୍ୟ ଦେଉଅଛି। Viz kapitolaପବିତ୍ର ବାଇବଲ (CL) NT (BSI)2 ମୁଁ ଯେ କେଡ଼େ ବ୍ୟଥିତ ଓ ଅସୀମ ଦୁଃଖରେ ମୋ’ ହୃଦୟ କେଡ଼େ ଭାରାକ୍ରାନ୍ତ, ଏ କଥା ମୁଁ ଛଳନା କରି କହୁ ନାହିଁ। ପବିତ୍ରଆତ୍ମା ପରିଚାଳିତ ମୋର ବିବେକ ଏହାର ସାକ୍ଷୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋʼ ସହିତ ସାକ୍ଷ୍ୟ ଦେଉଅଛି। Viz kapitolaପବିତ୍ର ବାଇବଲ2 ମୋର ଅଶେଷ ଦୁଃଖ ଅଛି, ଓ ମୁଁ ଯିହୂଦୀମାନଙ୍କ ଲାଗି ଅଧିକ ବେଦନାଗ୍ରସ୍ତ ଅଛି। Viz kapitola |