Online Bible

- Reklamy -




ରୋମୀୟ 9:29 - ଓଡିଆ ବାଇବେଲ

29 ପୁଣି, ଯେପରି ଯିଶାଇୟ ପୂର୍ବେ କହିଅଛନ୍ତି, "ବାହିନୀମାନଙ୍କ ପ୍ରଭୁ ଯଦି ଆମ୍ଭମାନଙ୍କ ନିମନ୍ତେ ଗୋଟିଏ ଅବଶିଷ୍ଟାଂଶ ରଖି ନ ଥାଆନ୍ତେ, ତେବେ ଆମ୍ଭେମାନେ ସଦୋମ ପରି ହୋଇଥାଆନ୍ତୁ ଓ ଗମୋରା ତୁଲ୍ୟ କରାଯାଇଥାଆନ୍ତୁ ।"

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ପୁଣି, ଯେପରି ଯିଶାଇୟ ପୂର୍ବେ କହିଅଛନ୍ତି, “ବାହିନୀମାନଙ୍କ ପ୍ରଭୁ ଯଦି ଆମ୍ଭମାନଙ୍କ ନିମନ୍ତେ ଗୋଟିଏ ଅବଶିଷ୍ଟାଂଶ ରଖି ନ ଥାଆନ୍ତେ, ତେବେ ଆମ୍ଭେମାନେ ସଦୋମ ପରି ହୋଇଥାଆନ୍ତୁ ଓ ଗମୋରା ତୁଲ୍ୟ କରାଯାଇଥାଆନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 ଯେପରି ଯିଶାଇୟ ଆହୁରି ମଧ୍ୟ କହିଥିଲେ, “ସର୍ବଶକ୍ତିମାନ ପ୍ରଭୁ ଆମର କେତେ ଜଣ ବଂଶଧରକୁ ରକ୍ଷା କରି ନ ଥିଲେ, ଆମ ଅବସ୍ଥା ସଦୋମ ଓ ଗମୋରାର ଲୋକମାନଙ୍କ ପରି ହୋଇଥାଆନ୍ତା।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, ଯେପରି ଯିଶାଇୟ ପୂର୍ବେ କହିଅଛନ୍ତି, “ବାହିନୀମାନଙ୍କ ପ୍ରଭୁ ଯଦି ଆମ୍ଭମାନଙ୍କ ନିମନ୍ତେ ଗୋଟିଏ ଅବଶିଷ୍ଟାଂଶ ରଖି ନ ଥାଆନ୍ତେ, ତେବେ ଆମ୍ଭେମାନେ ସଦୋମ ପରି ହୋଇଥାଆନ୍ତୁ, ଓ ଗମୋରା ତୁଲ୍ୟ କରାଯାଇଥାଆନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ

29 ଯିଶାଇୟ ଆହୁରି ମଧ୍ୟ କହିଥିଲେ: “ପ୍ରଭୁ ସର୍ବଶକ୍ତିମାନ। ସେ ତାହାଙ୍କ ଲୋକମାନଙ୍କ ଭିତରୁ କେତେକଙ୍କୁ ଆମ୍ଭ ପାଇଁ ବଞ୍ଚାଇ ରଖିଲେ। ସେ ଏପରି କରି ନ ଥିଲେ ଆମ୍ଭ ଅବସ୍ଥା ଏବେ ସଦୋମ ଓ ଗମୋରା ଭଳି ହୋଇ ଯାଇ ଥା’ନ୍ତା”

Viz kapitola kopírovat




ରୋମୀୟ 9:29

Následuj nás:

Reklamy


Reklamy