ରତର ବିବରଣ 1:1 - ଓଡିଆ ବାଇବେଲ1 ବିଚାରକଗଣ ଶାସନ କରୁଥିବା ଏକ ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା। ତହିଁରେ ବେଥଲିହିମ-ଯିହୁଦାର ଜଣେ ଲୋକ ନିଜ ସ୍ତ୍ରୀ ଓ ଦୁଇ ପୁତ୍ରଙ୍କୁ ନେଇ ମୋୟାବ ଦେଶରେ ବାସ କରିବାକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ବିଚାରକର୍ତ୍ତୃଗଣ ବିଚାର କରିବା କାଳେ ଏକ ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା। ତହିଁରେ ବେଥ୍ଲିହିମ-ଯିହୁଦାର ଜଣେ ଲୋକ ଆପଣା ଭାର୍ଯ୍ୟା ଓ ଦୁଇ ପୁତ୍ର ଘେନି ମୋୟାବ ଦେଶରେ ପ୍ରବାସ କରିବାକୁ ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ବିଚାରକଗଣ ଶାସନ କରୁଥିବା ଏକ ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା। ତହିଁରେ ବେଥଲିହିମ-ଯିହୁଦାର ଜଣେ ଲୋକ ନିଜ ସ୍ତ୍ରୀ ଓ ଦୁଇ ପୁତ୍ରଙ୍କୁ ନେଇ ମୋୟାବ ଦେଶରେ ବାସ କରିବାକୁ ଗଲେ। Viz kapitolaପବିତ୍ର ବାଇବଲ1 ସେହି ସମୟରେ ଯେତେବେଳେ ବିଗ୍ଭରକଗଣ ଶାସନ କରୁଥିଲେ, ସେହି ଦେଶରେ ଦୁର୍ଭିକ୍ଷ ପଡ଼ିଥିଲା। ତେଣୁ ଏଲିମେଲକ ନାମକ ଜଣେ ଲୋକ ଯିହୁଦାସ୍ଥିତ ନିଜର ଗୃହ ବୈଥ୍ଲେହେମକୁ ପରିତ୍ୟାଗ କଲା ଏବଂ ସେ ତା'ର ସ୍ତ୍ରୀ ଓ ଦୁଇ ପୁତ୍ର ସହିତ ମୋୟାବ ଦେଶରେ ବାସ କରିବାକୁ ଗଲା। Viz kapitola |