ରତର ବିବରଣ 1:11 - ଓଡିଆ ବାଇବେଲ11 ନୟମୀ ଉତ୍ତର ଦେଲେ, “ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଆମ୍ଭ ସଙ୍ଗରେ କାହିଁକି ଯିବ ? ତୁମ୍ଭମାନଙ୍କ ସ୍ୱାମୀ ହେବା ପାଇଁ ଏବେ ହେଁ କି ଆମ୍ଭ ଗର୍ଭରେ ପୁତ୍ର ଅଛି ? Viz kapitolaପବିତ୍ର ବାଇବଲ (Re-edited) - (BSI)11 ନୟମୀ ଉତ୍ତର କଲା, ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଆମ୍ଭ ସଙ୍ଗରେ କାହିଁକି ଯିବ? ତୁମ୍ଭମାନଙ୍କ ସ୍ଵାମୀ ହେବା ପାଇଁ ଏବେ ହେଁ କି ଆମ୍ଭ ଗର୍ଭରେ ପୁତ୍ର ଅଛି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ନୟମୀ ଉତ୍ତର ଦେଲେ, “ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଆମ୍ଭ ସଙ୍ଗରେ କାହିଁକି ଯିବ? ତୁମ୍ଭମାନଙ୍କ ସ୍ୱାମୀ ହେବା ପାଇଁ ଏବେ ହେଁ କି ଆମ୍ଭ ଗର୍ଭରେ ପୁତ୍ର ଅଛି? Viz kapitolaପବିତ୍ର ବାଇବଲ11 କିନ୍ତୁ ନୟମୀ କହିଲେ, “ନା, ମୋର କନ୍ୟାଗଣ, ତୁମ୍ଭେ ତୁମ୍ଭର ସ୍ୱଗୃହକୁ ଫେରିଯାଅ। ତୁମ୍ଭେମାନେ ଆଉ କାହିଁକି ମୋ’ ସହିତ ଯିବ? ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରି ପାରିବି ନାହିଁ। ମୋର ତ ଗର୍ଭରେ ଆଉ ସନ୍ତାନ ନାହାନ୍ତି, ଯେଉଁମାନେ କି ତୁମ୍ଭର ସ୍ୱାମୀ ହୋଇ ଥା’ନ୍ତେ। Viz kapitola |