ରତର ବିବରଣ 1:20 - ଓଡିଆ ବାଇବେଲ20 ତେଣୁ ସେ ସେମାନଙ୍କୁ କହିଲା, “ମୋତେ ନୟମୀ (ମଧୁର) ବୋଲି ନ ଡାକ, ପୁଣି ମାରା (ତିକ୍ତ) ବୋଲି ଡାକ; ଯେହେତୁ ସର୍ବଶକ୍ତିମାନ ମୋ’ ପ୍ରତି ଅତି ତିକ୍ତ ବ୍ୟବହାର କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତେଣୁ ସେ ସେମାନଙ୍କୁ କହିଲା, ମୋତେ ନୟମୀ (ମଧୁର) ବୋଲି ନ ଡାକ, ପୁଣି ମାରା (ତିକ୍ତ) ବୋଲି ଡାକ; ଯେହେତୁ ସର୍ବଶକ୍ତିମାନ ମୋʼ ପ୍ରତି ଅତି ତିକ୍ତ ବ୍ୟବହାର କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତେଣୁ ସେ ସେମାନଙ୍କୁ କହିଲା, “ମୋତେ ନୟମୀ (ମଧୁର) ବୋଲି ନ ଡାକ, ପୁଣି ମାରା (ତିକ୍ତ) ବୋଲି ଡାକ; ଯେହେତୁ ସର୍ବଶକ୍ତିମାନ ମୋʼ ପ୍ରତି ଅତି ତିକ୍ତ ବ୍ୟବହାର କରିଅଛନ୍ତି। Viz kapitolaପବିତ୍ର ବାଇବଲ20 କିନ୍ତୁ ନୟମୀ ସେହି ଲୋକମାନଙ୍କୁ କହିଲେ, “ମୋତେ ନୟମୀ ବୋଲି ଡାକ ନାହିଁ, ମୋତେ ମାରା ବୋଲି ଡାକ। ଯେହେତୁ ସର୍ବଶକ୍ତିମାନ ପରମେଶ୍ୱର ମୋର ଜୀବନକୁ ଦୁଃଖପୂର୍ଣ୍ଣ କରିଅଛନ୍ତି। Viz kapitola |