ରତର ବିବରଣ 1:8 - ଓଡିଆ ବାଇବେଲ8 ଏଥିରେ ନୟମୀ ନିଜ ଦୁଇ ପୁତ୍ରବଧୂଙ୍କୁ କହିଲା, “ତୁମ୍ଭେମାନେ ନିଜ ନିଜର ମାତାର ଗୃହକୁ ଫେରି ଯାଅ; ପୁଣି ମୃତମାନଙ୍କ ପ୍ରତି ଓ ଆମ୍ଭ ପ୍ରତି ତୁମ୍ଭେମାନେ ଯେରୂପ ଦୟା କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ସେହିପରି ଦୟା କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଥିରେ ନୟମୀ ଆପଣା ଦୁଇ ପୁତ୍ରବଧୂଙ୍କୁ କହିଲା, ତୁମ୍ଭେମାନେ ଆପଣା ଆପଣା ମାତାର ଗୃହକୁ ଫେରି ଯାଅ; ପୁଣି ମୃତମାନଙ୍କ ପ୍ରତି ଓ ଆମ୍ଭ ପ୍ରତି ତୁମ୍ଭେମାନେ ଯେରୂପ ଦୟା କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ତଦ୍ରୂପ ଦୟା କରନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିରେ ନୟମୀ ନିଜ ଦୁଇ ପୁତ୍ରବଧୂଙ୍କୁ କହିଲା, “ତୁମ୍ଭେମାନେ ନିଜ ନିଜର ମାତାର ଗୃହକୁ ଫେରିଯାଅ; ପୁଣି ମୃତମାନଙ୍କ ପ୍ରତି ଓ ଆମ୍ଭ ପ୍ରତି ତୁମ୍ଭେମାନେ ଯେରୂପ ଦୟା କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ସେହିପରି ଦୟା କରନ୍ତୁ। Viz kapitolaପବିତ୍ର ବାଇବଲ8 ଏହା ପରେ ନୟମୀ ତା'ର ପୁତ୍ରବଧୂମାନଙ୍କୁ କହିଲା, “ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ତୁମ୍ଭମାନଙ୍କର ମା’ ପାଖକୁ ଫେରିଯାଅ। ତୁମ୍ଭେମାନେ ତୁମ୍ଭମାନଙ୍କର ସ୍ୱାମୀମାନଙ୍କ ପ୍ରତି, ଯେଉଁମାନେ କି ବର୍ତ୍ତମାନ ମୃତ ଓ ମୋ’ ପ୍ରତି ଦୟା ଦେଖାଇଛ। ତେଣୁ ମୁଁ ପ୍ରାର୍ଥନା କରେ ଯେ, ସଦାପ୍ରଭୁ ତୁମ୍ଭଙ୍କୁ ଉତ୍ତମତା ଓ ଦୟା ଦେଖାଇବେ। Viz kapitola |