Online Bible

- Reklamy -




ରତର ବିବରଣ 2:11 - ଓଡିଆ ବାଇବେଲ

11 ବୋୟଜ ତାହାକୁ ଉତ୍ତର ଦେଇ କହିଲା, “ତୁମ୍ଭ ସ୍ୱାମୀର ମୃତ୍ୟୁୁ ଉତ୍ତାରେ ତୁମ୍ଭେ ନିଜ ଶାଶୁ ପ୍ରତି ଯେରୂପ ବ୍ୟବହାର କରିଅଛ, ପୁଣି ନିଜ ପିତା ଓ ନିଜ ମାତା ଓ ନିଜ ଜନ୍ମଦେଶ ତ୍ୟାଗ କରି ପୂର୍ବେ ଯେଉଁମାନଙ୍କୁ ଜାଣିଲ ନାହିଁ, ଏପରି ଲୋକଙ୍କ ନିକଟକୁ ଆସିଅଛ, ଏହିସବୁ କଥା ମୋତେ ସମ୍ପୂର୍ଣ୍ଣ ରୂପେ କୁହା ଯାଇଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ବୋୟଜ ତାହାକୁ ଉତ୍ତର ଦେଇ କହିଲା, ତୁମ୍ଭ ସ୍ଵାମୀର ମୃତ୍ୟୁ ଉତ୍ତାରେ ତୁମ୍ଭେ ଆପଣା ଶାଶୁ ପ୍ରତି ଯେରୂପ ବ୍ୟବହାର କରିଅଛ, ପୁଣି ଆପଣା ପିତା ଓ ଆପଣା ମାତା ଓ ଆପଣା ଜନ୍ମଦେଶ ତ୍ୟାଗ କରି ପୂର୍ବେ ଯେଉଁମାନଙ୍କୁ ଜାଣିଲ ନାହିଁ, ଏପରି ଲୋକଙ୍କ ନିକଟକୁ ଆସିଅଛ, ଏହିସବୁ କଥା ମୋତେ ସମ୍ପୂର୍ଣ୍ଣ ରୂପେ କୁହା ଯାଇଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ବୋୟଜ ତାହାକୁ ଉତ୍ତର ଦେଇ କହିଲା, “ତୁମ୍ଭ ସ୍ୱାମୀର ମୃତ୍ୟୁୁ ଉତ୍ତାରେ ତୁମ୍ଭେ ନିଜ ଶାଶୁ ପ୍ରତି ଯେରୂପ ବ୍ୟବହାର କରିଅଛ, ପୁଣି ନିଜ ପିତା ଓ ନିଜ ମାତା ଓ ନିଜ ଜନ୍ମ ଦେଶ ତ୍ୟାଗ କରି ପୂର୍ବେ ଯେଉଁମାନଙ୍କୁ ଜାଣିଲ ନାହିଁ, ଏପରି ଲୋକଙ୍କ ନିକଟକୁ ଆସିଅଛ, ଏହିସବୁ କଥା ମୋତେ ସମ୍ପୂର୍ଣ୍ଣ ରୂପେ କୁହାଯାଇଅଛି।

Viz kapitola kopírovat

ପବିତ୍ର ବାଇବଲ

11 ବୋୟାଜ ତାଙ୍କୁ କହିଲେ, “ତୁମ୍ଭେ କିପରି ତୁମ୍ଭ ଶାଶୁ ନୟମୀକୁ ସାହାଯ୍ୟ କଲ, ମୋତେ ସେ ବିଷୟରେ କୁହାଗଲା। ମୁଁ ଜାଣେ ତୁମ୍ଭର ସ୍ୱାମୀର ମୃତ୍ୟୁ ପରେ ତୁମ୍ଭେ କିପରି ତାକୁ ସାହାଯ୍ୟ କଲ। ଏବଂ ମୁଁ ଏହା ମଧ୍ୟ ଜାଣେ ଯେ ତୁମ୍ଭେ ତୁମ୍ଭର ନିଜର ଦେଶ, ପିତାମାତାଙ୍କୁ ଛାଡ଼ି ପୁଣି ଯେଉଁମାନଙ୍କୁ ତୁମ୍ଭେ ପୂର୍ବରୁ ଜାଣି ନ ଥିଲ, ସେହିମାନଙ୍କ ସହିତ ରହିବା ପାଇଁ ଆସିଅଛ।

Viz kapitola kopírovat




ରତର ବିବରଣ 2:11

Následuj nás:

Reklamy


Reklamy