ରତର ବିବରଣ 2:12 - ଓଡିଆ ବାଇବେଲ12 ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ଵରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।” Viz kapitolaପବିତ୍ର ବାଇବଲ12 ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଏହି ଭଲକାମ ପାଇଁ ପୁରସ୍କାର ଦେବେ। ତୁମ୍ଭକୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପୂର୍ଣ୍ଣ ମାତ୍ରାରେ ପୁରସ୍କୃତ କରନ୍ତୁ। ତୁମ୍ଭେ ନିରାପତ୍ତା ପାଇଁ ସଦାପ୍ରଭୁଙ୍କ ପାଖକୁ ଫେରି ଆସିଲ ଏବଂ ସେ ତୁମ୍ଭଙ୍କୁ ରକ୍ଷା କରିବେ।” Viz kapitola |