ରତର ବିବରଣ 2:17 - ଓଡିଆ ବାଇବେଲ17 ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ବଳକା ଶସ୍ୟ ସଂଗ୍ରହ କଲା; ପୁଣି ନିଜ ସାଉଣ୍ଟିଲା ଶସ୍ୟ ମଳନ୍ତେ, ପ୍ରାୟ ଏକ ଐଫା ଯବ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ରାଁ କଲା; ପୁଣି ଆପଣା ସାଉଣ୍ଟିଲା ଶସ୍ୟ ମଳନ୍ତେ, ଊଣାଧିକେ ଏକ ଐଫା ଯବ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ବଳକା ଶସ୍ୟ ସଂଗ୍ରହ କଲା; ପୁଣି ନିଜ ସାଉଣ୍ଟିଲା ଶସ୍ୟ ମଳନ୍ତେ, ପ୍ରାୟ ଏକ ଐଫା ଯବ ହେଲା। Viz kapitolaପବିତ୍ର ବାଇବଲ17 ଋତ ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତରେ କାର୍ଯ୍ୟ କଲା। ସେ ଶସ୍ୟ ସଂଗ୍ରହ କଲା ପରେ, ସେ ଏଗୁଡ଼ିକୁ ତୁଷରୁ ଅଲଗା କଲା। ଏହା ଓଜନ କଲାରୁ ଅର୍ଦ୍ଧ ବୁଶେଲ ବାର୍ଲି ହେଲା। Viz kapitola |