ରତର ବିବରଣ 2:6 - ଓଡିଆ ବାଇବେଲ6 ତହିଁରେ ଶସ୍ୟକଟାଳିମାନଙ୍କ ଉପରେ ନିଯୁକ୍ତ ଯୁବା ଉତ୍ତର ଦେଇ କହିଲା, “ଯେଉଁ ମୋୟାବ ଦେଶୀୟା ଯୁବତୀ ନୟମୀ ସହିତ ମୋୟାବ ଦେଶରୁ ଆସିଅଛି, ସେ ଏହି।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହିଁରେ ଶସ୍ୟଚ୍ଛେଦକମାନଙ୍କ ଉପରେ ନିଯୁକ୍ତ ଯୁବା ଉତ୍ତର ଦେଇ କହିଲା, ଯେଉଁ ମୋୟାବ ଦେଶୀୟା ଯୁବତୀ ନୟମୀ ସହିତ ମୋୟାବ ଦେଶରୁ ଆସିଅଛି, ସେ ଏହି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ଶସ୍ୟକଟାଳିମାନଙ୍କ ଉପରେ ନିଯୁକ୍ତ ଯୁବା ଉତ୍ତର ଦେଇ କହିଲା, “ଯେଉଁ ମୋୟାବ ଦେଶୀୟା ଯୁବତୀ ନୟମୀ ସହିତ ମୋୟାବ ଦେଶରୁ ଆସିଅଛି, ସେ ଏହି। Viz kapitolaପବିତ୍ର ବାଇବଲ6 ତାଙ୍କର ଦାସ ଉତ୍ତର ଦେଲା, “ସେ ହେଉଛନ୍ତି ମୋୟାବ ଦେଶୀୟା ଯୁବତୀ ଯିଏ କି ନୟମୀ ସାଙ୍ଗରେ ଆସିଅଛି, ସେହି ପାର୍ବତ୍ୟମୟ ଦେଶ ମୋୟାବରୁ। Viz kapitola |