ରତର ବିବରଣ 3:15 - ଓଡିଆ ବାଇବେଲ15 ସେ ଆହୁରି କହିଲା, “ତୁମ୍ଭର ଆବରଣୀୟ ବସ୍ତ୍ର ବିଛାଇ ଧର,” ତହିଁରେ ରୂତ ତାହା ବିଛାଇ ଧରନ୍ତେ, ସେ ଛଅ ପାତ୍ର ଯବ ମାପି ତାହାର ମସ୍ତକରେ ଦେଇ ନଗରକୁ ଚାଲିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେ ଆହୁରି କହିଲା, ତୁମ୍ଭର ଆବରଣୀୟ ବସ୍ତ୍ର ବିଛାଇ ଧର; ତହିଁରେ ରୂତ ତାହା ବିଛାଇ ଧରନ୍ତେ, ସେ ଛଅ ପାତ୍ର ଯବ ମାପି ତାହାର ମସ୍ତକରେ ଦେଇ ନଗରକୁ ଚାଲିଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେ ଆହୁରି କହିଲା, “ତୁମ୍ଭର ଆବରଣୀୟ ବସ୍ତ୍ର ବିଛାଇ ଧର,” ତହିଁରେ ରୂତ ତାହା ବିଛାଇ ଧରନ୍ତେ, ସେ ଛଅ ପାତ୍ର ଯବ ମାପି ତାହାର ମସ୍ତକରେ ଦେଇ ନଗରକୁ ଚାଲିଗଲା। Viz kapitolaପବିତ୍ର ବାଇବଲ15 ଏହା ପରେ ବୋୟାଜ ଋତଙ୍କୁ କହିଲେ, “ତୁମ୍ଭର ଗ୍ଭଦର ମେଲାଇ ଧର।” ତହିଁରେ ଋତ ମେଲାଇ ଧରିଲା ଓ ବୋୟାଜ ଏକ ବୁଶେଲ ବାର୍ଲି ତହିଁରେ ଢାଳି ଦେଲେ। ତା'ପରେ ସେ ତାକୁ ପିଠିରେ ପକାଇ ଦେଲେ ସେ (ସ୍ତ୍ରୀ) ସହରକୁ ଫେରିଗଲା। Viz kapitola |