Online Bible

- Reklamy -




ରତର ବିବରଣ 3:17 - ଓଡିଆ ବାଇବେଲ

17 ପୁଣି ଆହୁରି କହିଲା, “ଶାଶୁ ନିକଟକୁ ମୁକ୍ତ ହସ୍ତରେ ନ ଯାଅ” ବୋଲି କହି ସେ ମୋତେ ଏହି ଛଅ ପାତ୍ର ଯବ ଦେଇଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ଆହୁରି କହିଲା, ଶାଶୁ ନିକଟକୁ ରିକ୍ତ ହସ୍ତରେ ନ ଯାଅ ବୋଲି କହି ସେ ମୋତେ ଏହି ଛଅ ପାତ୍ର ଯବ ଦେଇଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି ଆହୁରି କହିଲା, “ଶାଶୁ ନିକଟକୁ ମୁକ୍ତ ହସ୍ତରେ ନ ଯାଅ” ବୋଲି କହି ସେ ମୋତେ ଏହି ଛଅ ପାତ୍ର ଯବ ଦେଇଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

17 ତା'ପରେ ସେ (ସ୍ତ୍ରୀ) କହିଲା, “ବୋୟାଜ ଏହି ଯବ ଉପହାର ଦେଇଛନ୍ତି। ବୋୟାଜ କହିଲେ, ବିନା ଉପହାରରେ ତୁମ୍ଭେ ତୁମ୍ଭ ଶାଶୁଙ୍କ ନିକଟକୁ ଯିବା ଉଚିତ୍ ନୁହେଁ।”

Viz kapitola kopírovat




ରତର ବିବରଣ 3:17

Následuj nás:

Reklamy


Reklamy