ରତର ବିବରଣ 3:4 - ଓଡିଆ ବାଇବେଲ4 ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନ ସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ-ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କ’ଣ କରିବାକୁ ହେବ, ତାହା ସେ ଜଣାଇବ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ-ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କʼଣ କରିବାକୁ ହେବ, ତାହା ସେ ଜଣାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନ ସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କʼଣ କରିବାକୁ ହେବ, ତାହା ସେ ଜଣାଇବ।” Viz kapitolaପବିତ୍ର ବାଇବଲ4 ଖାଇ ସାରିବା ପରେ ସେ ଯେତେବେଳେ ଶୟନ କରିବାକୁ ଯିବେ, ସେହି ସ୍ଥାନକୁ ଆଗେଇ ଯାଅ, ତାଙ୍କର ପାଦରୁ ଆବରଣ କାଢ଼ି ସେଠାରେ ପଡ଼ିରୁହ। ତହିଁରେ ତୁମ୍ଭକୁ କ’ଣ କରିବାକୁ ହେବ ତାହା ସେ ଜଣାଇବେ।” Viz kapitola |