ରତର ବିବରଣ 3:7 - ଓଡିଆ ବାଇବେଲ7 ପୁଣି ଭୋଜନପାନ ସାରି ବୋୟଜର ମନ ଆନନ୍ଦିତ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି ଭୋଜନପାନ ସାରି ବୋୟଜର ଅନ୍ତଃକରଣ ହୃଷ୍ଟ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ୍ତ କରି ଶୟନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି ଭୋଜନପାନ ସାରି ବୋୟଜର ମନ ଆନନ୍ଦିତ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କଲା। Viz kapitolaପବିତ୍ର ବାଇବଲ7 ପୁଣି ଖାଇପିଇ ସାରି ବୋୟାଜର ଅନ୍ତଃକରଣ ହୃଷ୍ଟ ହୁଅନ୍ତେ ସେ ଅମାର ପାଖରେ ଶୟନ କରିବାକୁ ଗଲେ। ତହିଁରେ ଋତ ଧୀରେ ଧୀରେ ଯାଇ ବୋୟାଜର ପାଦ ପାଖ ସ୍ଥାନ ଅନାବୃତ୍ତ କରି ପଡ଼ି ରହିଲା। Viz kapitola |