ରତର ବିବରଣ 3:8 - ଓଡିଆ ବାଇବେଲ8 ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି। ତହିଁରେ ସେ ପଚାରିଲା, “ତୁମ୍ଭେ କିଏ ?” Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି। ତହିଁରେ ସେ ପଚାରିଲା, ତୁମ୍ଭେ କିଏ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି। ତହିଁରେ ସେ ପଚାରିଲା, “ତୁମ୍ଭେ କିଏ?” Viz kapitolaପବିତ୍ର ବାଇବଲ8 ମଧ୍ୟରାତ୍ର ସମୟରେ ସେହି ଲୋକ ଉଠିପଡ଼ି ଆଶ୍ଚର୍ଯ୍ୟ ହୋଇ ଅନାଇ ଦେଖିଲା ତା'ର ପାଦ ନିକଟରେ ଏକ ସ୍ତ୍ରୀ ଶୟନ କରିଛି। Viz kapitola |