ରତର ବିବରଣ 3:9 - ଓଡିଆ ବାଇବେଲ9 ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେ ଉତ୍ତର କଲା, ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ଆପଣା ପକ୍ଷ ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।” Viz kapitolaପବିତ୍ର ବାଇବଲ9 ବୋୟାଜ ପଗ୍ଭରିଲା, “ତୁମ୍ଭେ କିଏ?” ସେ କହିଲା, “ମୁଁ ହେଉଛି ଋତ, ତୁମ୍ଭର ଦାସୀ। ଏଣୁ ଆପଣାପକ୍ଷ ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ। କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି। Viz kapitola |