ରତର ବିବରଣ 4:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ବୋୟଜ ନଗର ଦ୍ୱାରକୁ ଯାଇ ସେଠାରେ ବସିଲା, ତହିଁରେ ଦେଖ, ସେ ଯେଉଁ ମୁକ୍ତିକର୍ତ୍ତା ଜ୍ଞାତି ବିଷୟ କହିଥିଲା, ସେ ସେଠାକୁ ଆସନ୍ତେ, ବୋୟଜ ତାହାକୁ ଡାକି କହିଲା, “ହେ ବନ୍ଧୁ, ଏଠିକି ଆସି ବସ,” ଏଣୁ ସେ ଆସି ସେଠାରେ ବସିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏଥି ଉତ୍ତାରୁ ବୋୟଜ ନଗରଦ୍ଵାରକୁ ଯାଇ ସେଠାରେ ବସିଲା, ତହିଁରେ ଦେଖ, ସେ ଯେଉଁ ମୁକ୍ତିକର୍ତ୍ତା ଜ୍ଞାତି ବିଷୟ କହିଥିଲା, ସେ ସେଠାକୁ ଆସନ୍ତେ, ବୋୟଜ ତାହାକୁ ଡାକି କହିଲା, ହେ ବନ୍ଧୁ, ଏଠିକି ଆସି ବସ; ଏଣୁ ସେ ଆସି ସେଠାରେ ବସିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ବୋୟଜ ନଗର-ଦ୍ୱାରକୁ ଯାଇ ସେଠାରେ ବସିଲା, ତହିଁରେ ଦେଖ, ସେ ଯେଉଁ ମୁକ୍ତିକର୍ତ୍ତା ଜ୍ଞାତି ବିଷୟ କହିଥିଲା, ସେ ସେଠାକୁ ଆସନ୍ତେ, ବୋୟଜ ତାହାକୁ ଡାକି କହିଲା, “ହେ ବନ୍ଧୁ, ଏଠିକି ଆସି ବସ,” ଏଣୁ ସେ ଆସି ସେଠାରେ ବସିଲା। Viz kapitolaପବିତ୍ର ବାଇବଲ1 ବୋୟାଜ ନଗର ଦ୍ୱାରକୁ ଗଲା ଏବଂ ସେଠାରେ ବସିଲା, ସେ କହିଥିବା ନିକଟ ସମ୍ପର୍କୀୟକୁ ଯାଉଥିବାର ଦେଖିଲା। ତେଣୁ ସେ ତାହାକୁ ଡାକି କହିଲେ, “ଆସ ଏବଂ ଏହିଠାରେ ବସ!” ତେଣୁ ସେ ଲୋକଟି ଆସିଲା ଓ ସେହିଠାରେ ବସିଲା। Viz kapitola |