ରତର ବିବରଣ 4:13 - ଓଡିଆ ବାଇବେଲ13 ଏରୂପେ ବୋୟଜ ରୂତକୁ ବିବାହ କରନ୍ତେ, ସେ ତାହାର ସ୍ତ୍ରୀ ହେଲା, ପୁଣି ତାହାର ସହବାସ କରନ୍ତେ, ସେ ସଦାପ୍ରଭୁଙ୍କଠାରୁ ଗର୍ଭଧାରଣ ଶକ୍ତି ପାଇ ପୁତ୍ର ପ୍ରସବ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏରୂପେ ବୋୟଜ ରୂତକୁ ବିବାହ କରନ୍ତେ, ସେ ତାହାର ଭାର୍ଯ୍ୟା ହେଲା, ପୁଣି ତାହାର ସହବାସ କରନ୍ତେ, ସେ ସଦାପ୍ରଭୁଙ୍କଠାରୁ ଗର୍ଭଧାରଣ ଶକ୍ତି ପାଇ ପୁତ୍ର ପ୍ରସବ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏରୂପେ ବୋୟଜ ରୂତକୁ ବିବାହ କରନ୍ତେ, ସେ ତାହାର ସ୍ତ୍ରୀ ହେଲା, ପୁଣି ତାହାର ସହବାସ କରନ୍ତେ, ସେ ସଦାପ୍ରଭୁଙ୍କଠାରୁ ଗର୍ଭଧାରଣ ଶକ୍ତି ପାଇ ପୁତ୍ର ପ୍ରସବ କଲା। Viz kapitolaପବିତ୍ର ବାଇବଲ13 ଏହିପରି ଭାବରେ ବୋୟାଜ ଋତକୁ ବିବାହ କଲେ। ସଦାପ୍ରଭୁ ଋତକୁ ଆଶୀର୍ବାଦ କରନ୍ତେ ସେ ଗର୍ଭବତୀ ହେଲା, ଏବଂ ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଲା। Viz kapitola |