Online Bible

- Reklamy -




ରତର ବିବରଣ 4:17 - ଓଡିଆ ବାଇବେଲ

17 ଏଉତ୍ତାରୁ ନୟମୀର ଏକ ପୁତ୍ର ଜନ୍ମିଅଛି, ଏହି କଥା କହି ପ୍ରତିବାସିନୀ ସ୍ତ୍ରୀମାନେ ତାହାର ନାମକରଣ କଲେ; ସେମାନେ ତାହାର ନାମ ଓବେଦ୍‍ (ସେବକ) ରଖିଲେ। ସେ ଦାଉଦର ପିତାମହ ଯିଶୀର ପିତାମହ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଏଉତ୍ତାରୁ ନୟମୀର ଏକ ପୁତ୍ର ଜନ୍ମିଅଛି, ଏହି କଥା କହି ପ୍ରତିବାସିନୀ ସ୍ତ୍ରୀମାନେ ତାହାର ନାମକରଣ କଲେ; ସେମାନେ ତାହାର ନାମ ଓବେଦ୍ (ସେବକ) ରଖିଲେ। ସେ ଦାଉଦର ପିତାମହ ଯିଶୀର ପିତା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 “ଏଉତ୍ତାରୁ ନୟମୀର ଏକ ପୁତ୍ର ଜନ୍ମିଅଛି,” ଏହି କଥା କହି ପ୍ରତିବାସିନୀ ସ୍ତ୍ରୀମାନେ ତାହାର ନାମକରଣ କଲେ; ସେମାନେ ତାହାର ନାମ ଓବେଦ୍‍ (ସେବକ) ରଖିଲେ। ସେ ଦାଉଦର ପିତାମହ ଯିଶୀର ପିତାମହ।

Viz kapitola kopírovat

ପବିତ୍ର ବାଇବଲ

17 ସେହି ସ୍ତ୍ରୀଲୋକମାନେ କହିଲେ, “ବର୍ତ୍ତମାନ ନୟମୀର ଏକ ପୁତ୍ର ଅଛି।” ତେଣୁ ସେମାନେ ତା'ର ନାମ ଦେଲେ, ଓବେଦ୍। ସେ ଥିଲା ଯିଶୟର ପିତା ଏବଂ ଯିଶୟ ଥିଲା ରାଜା ଦାଉଦଙ୍କର ପିତା।

Viz kapitola kopírovat




ରତର ବିବରଣ 4:17

Následuj nás:

Reklamy


Reklamy