ରତର ବିବରଣ 4:5 - ଓଡିଆ ବାଇବେଲ5 ତେବେ ବୋୟଜ କହିଲା, “ତୁମ୍ଭେ ଯେଉଁ ଦିନ ନୟମୀର ହସ୍ତରୁ ସେହି କ୍ଷେତ୍ର କିଣିବ, ସେହି ଦିନ ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ନିମନ୍ତେ ତାହାର ସ୍ତ୍ରୀ ମୋୟାବ ଦେଶୀୟା ରୂତଠାରୁ ହିଁ ତାହା କିଣିବାକୁ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ତେବେ ବୋୟଜ କହିଲା, ତୁମ୍ଭେ ଯେଉଁ ଦିନ ନୟମୀର ହସ୍ତରୁ ସେହି କ୍ଷେତ୍ର କିଣିବ, ସେହି ଦିନ ମୃତଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ନିମନ୍ତେ ତାହାର ଭାର୍ଯ୍ୟା ମୋୟାବ ଦେଶୀୟା ରୂତଠାରୁ ହିଁ ତାହା କିଣିବାକୁ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତେବେ ବୋୟଜ କହିଲା, “ତୁମ୍ଭେ ଯେଉଁ ଦିନ ନୟମୀର ହସ୍ତରୁ ସେହି କ୍ଷେତ୍ର କିଣିବ, ସେହି ଦିନ ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ନିମନ୍ତେ ତାହାର ସ୍ତ୍ରୀ ମୋୟାବ ଦେଶୀୟା ରୂତଠାରୁ ହିଁ ତାହା କିଣିବାକୁ ହେବ।” Viz kapitolaପବିତ୍ର ବାଇବଲ5 ଏହା ପରେ ବୋୟାଜ କହିଲା, “ଯେବେ ତୁମ୍ଭେ ନୟମୀଠାରୁ ଏହି ଜମି କିଣିଛ, ତେବେ ତୁମ୍ଭେ ମୃତ ଲୋକର ସ୍ତ୍ରୀ ମୋୟାବୀୟ ଋତକୁ ହିଁ ପାଇବ। ମୃତ ଲୋକର ଭୂମିର ବଂଶଧର ପାଇବା ପାଇଁ ତୁମ୍ଭେ ତାକୁ ବିବାହ କରିବା ଉଚିତ୍। ଏହିପରି ଭାବରେ ସେହି ଜମି ମୃତ ଲୋକର ନାମରେ ରହିଯିବ।” Viz kapitola |