ରତର ବିବରଣ 4:7 - ଓଡିଆ ବାଇବେଲ7 ମୁକ୍ତି ଓ ପାଲଟ ବିଷୟକ ସବୁ କଥା ସ୍ଥିର କରିବା ପାଇଁ ପୂର୍ବକାଳରେ ଇସ୍ରାଏଲ ବଂଶର ଏହିରୂପ ରୀତି ଥିଲା ଯେ, ଜଣେ ନିଜ ପାଦୁକା କାଢ଼ି ଅନ୍ୟ ଜଣକୁ ଦେଲା, ଆଉ ଏହା ଇସ୍ରାଏଲ ମଧ୍ୟରେ ସାକ୍ଷ୍ୟ ସ୍ୱରୂପ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ମୁକ୍ତି ଓ ପାଲଟ ବିଷୟକ ସବୁ କଥା ସ୍ଥିର କରିବା ପାଇଁ ପୂର୍ବକାଳରେ ଇସ୍ରାଏଲ ବଂଶର ଏହିରୂପ ରୀତି ଥିଲା ଯେ, ଜଣେ ଆପଣା ପାଦୁକା କାଢ଼ି ଆନ ଜଣକୁ ଦେଲା, ଆଉ ଏହା ଇସ୍ରାଏଲ ମଧ୍ୟରେ ସାକ୍ଷ୍ୟ ସ୍ଵରୂପ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୁକ୍ତି ଓ ପାଲଟ ବିଷୟକ ସବୁ କଥା ସ୍ଥିର କରିବା ପାଇଁ ପୂର୍ବକାଳରେ ଇସ୍ରାଏଲ ବଂଶର ଏହିରୂପ ରୀତି ଥିଲା ଯେ, ଜଣେ ନିଜ ପାଦୁକା କାଢ଼ି ଅନ୍ୟ ଜଣକୁ ଦେଲା, ଆଉ ଏହା ଇସ୍ରାଏଲ ମଧ୍ୟରେ ସାକ୍ଷ୍ୟ ସ୍ୱରୂପ ହେଲା। Viz kapitolaପବିତ୍ର ବାଇବଲ7 ବହୁ ଦିନ ପୂର୍ବରୁ ଯେତେବେଳେ ଲୋକମାନେ ସେମାନଙ୍କର କଠଉ ଅନ୍ୟକୁ ଦିଅନ୍ତି, ଏହା ଇସ୍ରାଏଲରେ ବନ୍ଧକ ସମ୍ପତ୍ତି ମୁକୁଳାଇବାର ସାକ୍ଷୀ ଅଟେ। Viz kapitola |